Advertisement

Heavy Rain Fall alert 

alt
Weather Report: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । 24 ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁରରେ, ଦେବଗଡ଼, ସୋନପୁର, ଅନୁଗୁଳରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଉପକୂଳରେ ମଧ୍ୟମ ଧରଣର ବର୍ଷା ଆକଳନ କରାଯାଇଛି । ଦୁଇଦିନ ପାଇଁ ମତ୍ସଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ସେପଟେ ଆସନ୍ତାକାଲି ପାଇଁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟିଏ କିମ୍ବା ୨ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ଓ ବିଜୁଳି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭ
Jul 26,2025, 20:13 PM IST
alt
ବଙ୍ଗୋପସାଗରରେ ସୃଷ୍ଟିହେଲା ବଡ଼ ଲଘୁଚାପ କ୍ଷେତ୍ର । ଗାଙ୍ଗେୟ ପଶ୍ଚିମବଙ୍ଗରେ ଘୂର୍ଣ୍ଣିବଲୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଏବଂ ତତସଂଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ଦୁଇଦିନରେ ଏହା ଉତ୍ତର ପଶ୍ଚିମ ଆଡ଼କୁ ମୁହାଁଇବ । ପ୍ରଭାବରେ ଓଡ଼ିଶାରେ ରାତିରୁ ବର୍ଷା ଜାରି ରହିଛି । ବିଭିନ୍ନ ସ୍ଥାନରେ ବିସ୍ତୃତ ବର୍ଷା ସହ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି । ଆସନ୍ତା ୨୦ ତାରିଖ ଯାଏଁ ହାଲୁକାରୁ ମଧ୍ଯମଧରଣ ବର୍ଷା
Aug 16,2024, 18:52 PM IST
alt
ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଘୂର୍ଣ୍ଣିବଳୟ ଏବଂ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏହାର ପ୍ରଭାବରେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ବର୍ଷା ହୋଇଛି । ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାରେ ବେଶୀ ବର୍ଷା ହୋଇନାହିଁ । ସେଠାରେ ବେଶୀ ବର୍ଷା ହେଲେ ବନ୍ୟା ସୃଷ୍ଟି ହେବାର ସମ୍ଭାବନା କମ୍ ରହିଛି ବୋଲି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।
Aug 2,2024, 15:39 PM IST
alt
Jul 22,2024, 16:26 PM IST
alt
Jul 7,2024, 19:39 PM IST

Trending news

;