Advertisement

Odisha Police

alt
Bharatpur Police Station Viral Video: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ରାଜ୍ୟ ତଥା ଦେଶରେ ଆକ୍ରୋଶ ଦେଖିବାକୁ ମିଳିଛି। ଏହାକୁ ଘଟଣାକୁ ସବୁଆଡେ ନିନ୍ଦା କରାଯାଉଛି। ଏହା ସହ ସରକାର କହିଛନ୍ତି ଯେ ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ସହିତ ଥିବା ଜଣେ ମହିଳାଙ୍କୁ ଅସଦାଚରଣ ତଥା ଆକ୍ରମଣ ଅଭିଯୋଗକୁ ସରକାର ଅତ୍ୟନ୍ତ ଗୁରୁତର ଭାବେ ଗ୍ରହଣ କରିଛନ୍ତି। ଘଟଣା ସରକାରଙ୍କ ଦୃଷ୍ଟିକୁ ଆସିବା ମାତ୍ରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ସହିତ ଆଇନ ଅନୁଯାୟୀ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଇଛି। ତେବେ ସେହି ଦିନ ରାତିର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି। ଏହି ଭିଡିଓକୁ କେହି ଜଣେ ପୁଲିସ କର୍ମଚାରୀ ସୁଟିଂ କରିଥିବା ଜଣାପଡିଛି । ଏଠାରେ ଦେଖନ୍ତୁ ଘଟଣା ଦିନର ଭିଜୁଆଲ।
Sep 20,2024, 18:32 PM IST
View More

Trending news

;