Advertisement

Srimandira Prakalpa

alt
Mar 7,2024, 19:13 PM IST
alt
ପୁରୀରେ 5ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ। ଆଜି ପ୍ରତି ଶନିବାର ଭଳି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଆଜି ପବିତ୍ର ଧନୁ ସଂକ୍ରାନ୍ତି ଅର୍ଥାତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲିଭୋଗ ନିତି ଥିବାରୁ ଭୋର ୫ଟା ୧୦ରେ ଭିତରକାଠ ନିକଟରୁ ଶ୍ରୀଜୀୟୁଙ୍କୁ ଦର୍ଶନ କରି ସାନିଧ୍ୟ ଗ୍ରହଣ କରିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ସାରିବା ପରେ ଉତ୍ତରଦ୍ୱାର ଦେଇ ମନ୍ଦିରରୁ ପ୍ରସ୍ଥାନ କରିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଟିକନିକ୍ ଅନୁଧ୍ୟାନ କରିଛନ୍ତି। ପରିକ୍ରମମାର୍ଗର ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ସମ୍ପୂର୍ଣ ଭାବେ ଶ୍ରୀମନ୍ଦିର ଚତୁର୍ପାଶ୍ୱ ବୁଲି ନିର୍ମାଣକାର୍ଯ୍ୟର ତଦାରଖ କରିବା ପରେ ବିଭାଗୀୟ ବରିଷ୍ଠ ଅଧିକାରୀ ମାନଙ୍କ ସହ ଆଲୋଚନା କରିଛନ
Dec 16,2023, 14:00 PM IST

Trending news

;