Advertisement

Today weather report 

alt
Odisha Weather: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । କେନ୍ଦୁଝର ଓ ମୟୂରଭଞ୍ଜକୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଯାଏଁ ଏହି ୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଜୁଲାଇ ୧୫ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା
Jul 14,2025, 18:52 PM IST
alt
Jul 8,2025, 21:13 PM IST
alt
Weather Report: ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୭ ତାରିଖ ପାଇଁ କିଛି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ସମ୍ବଲପୁର । ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଅତ୍ୟନ୍ତ ପ୍ରବଳ ବର୍ଷା ଏବଂ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ ଓ କଳାହାଣ୍ଡି ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପ
Jul 6,2025, 18:52 PM IST
alt
Apr 6,2025, 20:13 PM IST
alt
Feb 12,2025, 17:39 PM IST
alt
Feb 11,2025, 15:13 PM IST
alt
ଓଡ଼ିଶାରୁ ଫେରିଗଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଅଧିକାଂଶ ଜିଲ୍ଲାରୁ ଆଜି ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି । ଆସନ୍ତା ଦୁଇଦିନ ମଧ୍ୟରେ ସଂପୂର୍ଣ୍ଣ ଓଡିଶାରୁ ମୌସୁମୀ ଫେରିବା ନେଇ ପାଗ ଅନୁକୂଳ ରହିଛି । ଦେଶରେ ଗୁଜରାଟ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାରରୁ ସଂପୂର୍ଣ୍ଣ ଫେରିଯାଇଛି ମୌସୁମୀ । ମହାରାଷ୍ଟ୍ର, ଛତିଶଗଡ଼ର କିଛି ଅଞ୍ଚଳ ସମେତ ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ସିକିମର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ଆରମ୍ଭ ହୋଇଛି । ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶାରୁ ଫେରିଛି । ଚଳିତ ବର୍ଷ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡିଶା ଛୁଇଁଥିଲା ମୌସୁମୀ । କେରଳ ଛୁଇଁବ ର ୮ ଦିନ ପରେ ଓଡ଼ିଶାରେ ପ୍ରବେଶ କରିଥିଲା । ଓଡିଶାରେ ଏଥର ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ଗତ ସପ୍ତାହେ ହେବ ଓଡିଶ
Oct 13,2024, 20:39 PM IST
alt
Oct 12,2024, 19:13 PM IST
alt
Weather Update: ପାର୍ବଣ ପୂର୍ବରୁ ବଦଳିଲା ପାଗର ମିଜାଜ୍। ସୃଷ୍ଟ ହେଲା ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କିନ୍ତୁ ଏହାର ପ୍ରଭାବ ଅଧିକ ରହିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଲଘୁଚାପ ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ରାଜ୍ୟରେ କାଁ-ଭାଁ ସ୍ଥାନରେ ବର୍ଷା ରହିବ। ଆଜି ବିଶେଷକରି, ବାଲେଶ୍ଵର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଭଦ୍ରକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖ ପରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସେହିପରି, ଆସନ୍ତାକାଲି ଉତ୍ତର ଓ ପଶ୍ଚିମ ଓଡିଶାର କେତେକ ଜିଲ୍ଲାରେ ବର୍ଷ
Oct 5,2024, 20:00 PM IST
View More

Trending news

;