Advertisement

Vigilance raid

alt
Vigilance Raid: ଅବସରର ଦିନକ ପୂର୍ବରୁ ମାଡି ବସିଲା ଭିଜିଲାନ୍ସ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭୁବନେଶ୍ୱର ସ୍ଥିତ RW ଡିଭିଜନ୍ ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସେପଟେ ଘରୁ ପୁଳା ପୁଳା ନଗଦ ଟଙ୍କା ଦେଖି ତାଜୁବ ହୋଇଛି ଭିଜିଲାନ୍ସ। ଭିଜିଲାନ୍ସର ଏକାଧିକ ଅଧିକାରୀ ଜବତ ଟଙ୍କା ଗଣି ଗଣି ହାଲିଆ ହୋଇଛନ୍ତି। ଏପରିକି ଭିଜିଲାନ୍ସ ଅଧିକାରୀ ଟଙ୍କା ଗଣି ଗଣି ଥିକିଯିବା ପରେ ଟଙ୍କା ମେସିନର ବ୍ୟବହାର କରିଥିବା ଦେଖିବାକୁ ମିଳିଛି। ସେପଟେ ବାବୁଙ୍କ ଏତେ ଟଙ୍କା ଯେ ଭିଜିଲାନ୍ସ ଅଧିକାରୀଙ୍କୁ ଦେଖି ୫ ଶହ ଟଙ୍କିଆ ନୋଟ୍ ବିଡାକୁ ଝରକା ଦେଇ ବାହାରକୁ ଫିଙ୍ଗି ଦେଲେ ବାବୁଙ୍କ ସଂପର୍କୀୟ। ବାବୁଙ୍କ ଘରୁ ୨କୋଟିରୁ ଅଧିକ ଟଙ୍କା ଜବତ ହୋଇଥିବା ଜଣାଯାଇ
May 30,2025, 18:26 PM IST

May 30,2025, 14:52 PM IST
View More

Trending news

;