Advertisement

Wild life 

alt
ଓଡ଼ିଶାରେ ଠାବ ହେଲା କଳାବାଘ। ଗତମାସ ଶିମିଳିପାଳରେ ଦୁଇଟି ବାଘ କ୍ୟାମେରା ଟ୍ରାପ୍‌ରେ ଠାବ କରାଯାଇଥିବା ବେଳେ ଏବେ ଆଉ ୪ଟି କଳାବାଘ ଏକ ସଙ୍ଗେ ବୁଲୁଥିବା ଦେଖାଯାଇଛି। ୪ଟି ବିରଳ କଳା ବାଘ ଜଙ୍ଗଲରେ ଏକାଠି ବୁଲୁଥିବାର ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଛି। କଳା ବାଘ ପରିବାରର ଏହି ଭିଡିଓକୁ ପିସିସିଏଫ୍‌(ବନ୍ୟପ୍ରାଣୀ) ସୁଶାନ୍ତ ନନ୍ଦ ରବିବାର ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏମାନେ ଗୋଟିଏ ପରିବାରର ବୋଲି ଅନୁମାନ କରାଯାଉଛି। ଏଭଳି ଦୃଶ୍ୟ ବିରଳରୁ ଅତି ବିରଳ ବୋଲି ପିସିସିଏଫ୍‌ ସୁଶାନ୍ତ ନନ୍ଦ ଲେଖିଛନ୍ତି। ଭିଡିଓରୁ ୪ଟି ଯାକ ମହାବଳ ବାଘ ବୋଲି ଜଣାପଡ଼ୁଛି। ଏମାନଙ୍କୁ ସିଡୋ ମେଲାନିଷ୍ଟିକ ଟାଇଗର ଭାବେ ବିବେଚନା କରାଯାଉଥିବାବେଳେ ଏହି ଭିଡିଓଟି ଶିମଳିପାଳର ବୋଲି ଅନୁ
Jan 8,2024, 9:15 AM IST
View More

Trending news

;