Odisha Bandh Update: ଉତ୍କଳ ବିଶ୍ବ ବିଦ୍ୟାଳୟ ଅଧିନ (ଗୁରୁବାର) ଆଜି ସମସ୍ତ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଅନିର୍ବାର୍ଯ୍ୟ କାରଣବସତଃ ପରୀକ୍ଷା ଗୁଡିକ ସ୍ଥଗିତ ରହିଛି। ନୂଆ ତାରିଖ ସମ୍ପର୍କରେ ପରବର୍ତ୍ତୀ ସମୟରେ ଅବଗତ କରାଯିବ ବୋଲି ବିଶ୍ବ ବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
Trending Photos

ସୂଚନା ଅନୁଯାୟୀ, ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ କଂଗ୍ରେସର ବନ୍ଦ ଡାକରା ଦେଇଛି । ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଂଗ୍ରେସ ସମେତ ୮ ବାମପନ୍ଥୀ ଦଳ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ହେବ ବୋଲି ଜଣାପଡିଛି। କେବଳ ଜରୁରୀକାଳୀନ ସେବାକୁ ଛାଡ଼ିଦେଲେ ସ୍କୁଲ କଲେଜ ଦୋକାନ ବଜାର ବନ୍ଦ ରହିଛି । ଏଫଏମ୍ କଲେଜ୍ ଛାତ୍ରୀ ମୃତ୍ୟୁ ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ଶିକ୍ଷାମନ୍ତ୍ରୀ ଇସ୍ତଫା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି କଂଗ୍ରେସ ।ଯାହାର ପ୍ରଭାବ ରାଜଧାନୀରେ ବି ଦେଖିବାକୁ ମିଳିଛି।