Saif Ali Khan Attacked: ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
Advertisement
Article Detail0/zeeodisha/odisha2603318

Saif Ali Khan Attacked: ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ପୂର୍ବରୁ ଅଭିନେତା ସଲମାନ ଖାନଙ୍କୁ ହତ୍ୟା ଧମକ ମିଳିଆସୁଥିଲା। ମାତ୍ର ଆଜି ସୈଫଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିବା ଖବର ସାମ୍ନାକୁ ଆସିଛି।

Saif Ali Khan Attacked:  ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

Saif Ali Khan Attacked: ନୂଆଦିଲ୍ଲୀ: ଅଭିନେତା ସୈଫ୍ ଅଲ୍ଲୀ ଖାନଙ୍କ ଉପରେ ଧାରୁଆ ଅସ୍ତ୍ର ସାହାଯ୍ୟରେ ଆକ୍ରମଣ ହୋଇଛି। ସୈଫ ଅଲ୍ଲୀ ଖାନଙ୍କ ଘରେ ପଶି ଚୋର ଆକ୍ରମଣ କରିଛି। ତାଙ୍କୁ ବର୍ତ୍ତମାନ ଚିକିତ୍ସା ପାଇଁ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଘରେ ପଶି ଜଣେ ଅଜଣା ବ୍ୟକ୍ତି ଏହି ଆକ୍ରମଣ କରିଥିଲେ। ସୈଫଙ୍କୁ ଗୁରୁତର ଅବସ୍ଥାରେ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ଜଣେ ଅଜଣା ବ୍ୟକ୍ତି ସୈଫଙ୍କ ଘରେ ପ୍ରବେଶ କରିଥିଲେ। ସେ ଅଭିନେତାଙ୍କ ଉପରେ ଛୁରୀରେ ଆକ୍ରମଣ କରିଥିଲେ। ଆକ୍ରମଣରେ ସୈଫ ଅଲ୍ଲୀ ଖାନ ଆହତ ହୋଇଛନ୍ତି। ତାଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଖବର ଅପଡେଟ କରାଯାଉଛି।

 

Bollywood News , Entertainment News, हिंदी सिनेमा, टीवी और हॉलीवुड की खबरें पढ़ने के लिए देश की सबसे विश्वसनीय न्यूज़ वेबसाइट Zee News Hindi का ऐप डाउनलोड करें. सभी ताजा खबर और जानकारी से जुड़े रहें बस एक क्लिक में.

;