Advertisement
Photo Details/zeeodisha/odisha2756178
photoDetails0hindi

Heavy Rain Alert in Odisha: ବିଜୁଳି-ଘଡ଼ଘଡ଼ି ସହ ପ୍ରବଳ ଝଡ଼ ତୋଫାନ, ଏହି ଜିଲ୍ଲା ପାଇଁ ଆଲର୍ଟ ଜାରି...

Heavy Rain Alert in Odisha: ରାଜ୍ୟରେ ଲାଗି ରହିଛି କାଳବୈଶାଖୀ ବର୍ଷା। ଦିନରେ ଖରା ଗୁଳୁଗୁଳି ଦେଖିବାକୁ ମିଳୁଥିବା ବେଳେ ଅପରାହ୍ଣରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି। ଅନେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଦେଖିବାକୁ ମିଳିଛି। 

1/4

ଆସନ୍ତା କାଲି ବୁଧବାର ବିଜୁଳି-ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୨୦ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। 

2/4

ୟେଲୋ ଆଲର୍ଟ ଜାରି କରାଯାଇଥିବା ୨୦ ଜିଲ୍ଲା ହେଉଛି ଭଦ୍ରକ, କଟକ, ଖୋର୍ଦ୍ଧା, ଅନୁଗୁଳ, ମୟୂରଭଞ୍ଜ,  ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି(Kalahandi), ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ବୌଦ୍ଧ, ଗଜପତି, ଯାଜପୁର, ଢେଙ୍କାନାଳ, ବରଗଡ଼, ନୂଆପଡ଼ା, ଜଗତସିଂହପୁର।

3/4

ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ୪୦-୫୦ କିମି ବେଗରେ ପବନ ବହିବା ନେଇ ବିଭାଗ ତରଫରୁ ଆଲର୍ଟ ଜାରି କରାଯାଇଛି। 

 

4/4

ସେପଟେ ବର୍ଷା ପ୍ରଭାବରେ ରାଜ୍ୟରେ ତାତି ହ୍ରାସ ପାଇଥିବା ଦେଖିବାକୁ ମିଳିଛି।

;