Advertisement
Photo Details/zeeodisha/odisha2692470
photoDetails0hindi

ଫେରିପାଇବେ ଚିଟଫଣ୍ଡ୍ ଟଙ୍କା ! ବିଧାନସଭାରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଯଦି ଆପଣ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ତେବେ ଆପଣଙ୍କ ପାଇଁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । 

1/5

ଚିଟଫଣ୍ଡ୍‌ ଟଙ୍କା ଫେରସ୍ତ ନେଇ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

2/5

ବିଧାନସଭାରେ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଥିଲେ ଯେ, ନୂଆ ସରକାର ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକରଣ କରିବେ

3/5

ଚିଟଫଣ୍ଡ ଜମାକାରୀଙ୍କ ପାଇଁ ପ୍ରକ୍ରିୟାକୁ ସରଳୀକରଣ ପାଇଁ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରୁଛୁ ବୋଲି ମୋହନ ମାଝୀ କହିଛନ୍ତି ।

4/5

ବର୍ତ୍ତମାନ ପର୍ଯ୍ୟନ୍ତ ୯୬ ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫ କୋଟି ୯୬ ଲକ୍ଷ ଫେରସ୍ତ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ 

5/5

ଅବଶିଷ୍ଟ ଜମାକାରୀଙ୍କୁ ଟଙ୍କା ଫେରସ୍ତ ପାଇଁ ତ୍ବରିତ ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

;