ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ ।
ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ
୦୯ ଜୁନ୍ ପାଇଁ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି
୯ ତାରିଖ ପାଇଁ ୪ଟି ଜିଲ୍ଲା (ବରଗଡ, ସୋନପୁର, ବଲାଙ୍ଗୀର ଏବଂ ବୌଦ୍ଧକୁ ଛାଡି ବାକି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି
୧୦ ତାରିଖ ଦିନ କେନ୍ଦୁଝର, ମୟୁରଭଞ୍ଜ. କୋରାପୁଟ, ମାଲକାନଗିରିକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ ଦିଆଯାଇଛି ।
ବର୍ଷା ହେବା କାରଣରୁ ତାପମାତ୍ରା ଖସିପାରେ ବୋଲି ଆକଳନ କରାଯାଉଛି ।
ଫଳରେ ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ ।
ट्रेन्डिंग फोटोज़