Savitri Amavasya 2025: ମେ' ୨୭ ନୁହେଁ, ଏହି ଦିନ ମିଳିବ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି
Advertisement
Article Detail0/zeeodisha/odisha2769789

Savitri Amavasya 2025: ମେ' ୨୭ ନୁହେଁ, ଏହି ଦିନ ମିଳିବ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି


Savitri Amavasya 2025: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ' ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। 

 

Savitri Amavasya 2025: ମେ' ୨୭ ନୁହେଁ, ଏହି ଦିନ ମିଳିବ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି

Savitri Amavasya 2025: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ' ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ  ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ,୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା।

 

ALSO READ: Gold Rate Today: ଖୁସି ଖବର, ସୁନାଦରରେ ବୃହତ ହ୍ରାସ; ୭୪ ହଜାର ତଳେ ରହିଛି ଭରି ପିଛା ମୂଲ୍ୟ

;