Advertisement
Photo Details/zeeodisha/odisha2711980
photoDetails0hindi

Gold Rate Today: ସୁନା ଦରରେ ବୃହତ ବୃଦ୍ଧି, ଭରି ପିଛା ବଢିଲା ଏତେ ହଜାର ଟଙ୍କା

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର।  କିଛି ଦିନ ହେବ ସୁନା ରେଟ୍ କମୁଥିବା ବେଳେ ଆଜି ଦରରେ ବିରାଟ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା- ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୫ , ୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୩,୩୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୭୦୦ ଓ ୨୯୪୦ ଟଙ୍କା ବଢିଛି। 

ALSO READ: Guru Nakshatra Parivartan: ଆଜି ନକ୍ଷତ୍ର ପରିବର୍ତ୍ତନ କରିବେ ବୃହସ୍ପତି, ଏହିସବୁ ରାଶିକୁ ମିଳିବ ପୁଳାପୁଳା ଟଙ୍କା!

ALSO READ: Weather Update: ଆଜିବି ବର୍ଷିବ, ୨୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୫,୭୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୩, ୫୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୭୦୦ ଓ ୨୯୪୦ ଟଙ୍କା ବୃଦ୍ଧି ପାଇଛି। 

 

3/5

ସେହିପରି ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୫,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୩,୩୮୦ ଟଙ୍କା ରହିଛି। ୨୨ ଓ  ୨୪ କ୍ୟାରେଟ୍ ରେ ୨୭୦୦ ଓ ୨୯୪୦ ଟଙ୍କା ବୃଦ୍ଧି ହୋଇଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୫,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୩, ୩୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୭୦୦ ଓ ୨୯୪୦ ଟଙ୍କା ବଢିଛି। 

 

5/5

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୫,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୩,୩୮୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୭୦,୦୪୦ ଟଙ୍କା ରହିଛି। ୨୨,୨୪ ଓ ୧୮ କ୍ୟାରେଟ୍ ରେ ଭରି ପିଛା ୨୭୦୦,୨୯୪୦ ଓ ୨୨୧୦ ଟଙ୍କା ବୃଦ୍ଧି ପାଇଛି।  

 

;