Gold Rate Today: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। ଗତକାଲି ସୁନାଦରରେ ବୃହତ ହ୍ରାସ ହୋଇଥିବା ବେଳେ ଆଜି ଦରରେ ସାମାନ୍ୟ ହ୍ରାସ ଦେଖିବାକୁ ମିଳିଛି। ଯାହା ଗ୍ରାହକଙ୍କୁ ବଡ଼ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବାକୁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ସୁନା ରେଟ୍?
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୨,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୧,୦୧,୩୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୫୦ ଟଙ୍କା ହ୍ରାସ ପାଇଛି।
ସେହିପରି,ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୩,୦୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୧,୦୧,୫୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୫୦ ଟଙ୍କା କମିଛି।
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୨,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୧,୦୧,୩୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୫୦ ଟଙ୍କା ଖସିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୨,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ରେଟ୍ ୧,୦୧,୩୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୫୦ ଟଙ୍କା ଖସିଛି।
ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୨,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୧,୦୧,୩୫୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୭୬,୦୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୫୦ ଓ ୧୮ କ୍ୟାରେଟ୍ ରେ ୪୦ ଟଙ୍କା ହ୍ରାସ ହୋଇଛି।
ट्रेन्डिंग फोटोज़