Advertisement
Photo Details/zeeodisha/odisha2757009
photoDetails0hindi

Gold Rate Today: ଆପଣଙ୍କୁ ଖୁସି କରିଦେବ ଆଜିର ସୁନାଦର, ଜାଣନ୍ତୁ ଭରି ପିଛା କେତେ ଖସିଲା ରେଟ୍ ?

Gold Rate Today: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର ।  ଗତକାଲି ସୁନାଦର ଖସିଥିବା ବେଳେ ଆଜି ଦରରେ ହ୍ରାସ ଦେଖିବାକୁ ମିଳିଛି। ଯାହା ଗ୍ରାହକଙ୍କୁ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ,ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

 

1/5

ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୮,୦୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୬, ୦୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୫୦୦ ଓ ୫୪୦ ଟଙ୍କା ହ୍ରାସ ହୋଇଛି। 

ALSO READ: Archana Nag: ପୁଣି ଚର୍ଚ୍ଚାରେ ଅର୍ଚ୍ଚନା ନାଗ୍, ଜାଣନ୍ତୁ କାହିଁକି?

ALSO READ: Cyclone Shakti: ମେ'ମାସରେ ଓଡି଼ଶାକୁ ବାତ୍ୟା ଭୟ! ଏହିଦିନ ଲ୍ୟାଣ୍ତଫଲ୍ କରିବ ସାମ୍ଭାବ୍ୟ ବାତ୍ୟା 'ଶକ୍ତି';ଏହିସବୁ ସ୍ଥାନକୁ ଆଲର୍ଟ ଜାରି

2/5

ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୮,୨୦୦ ଟଙ୍କା ଥିବା ବେଳେ ୯୬,୨୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୫୦୦ ଓ ୫୪୦ ଟଙ୍କା ଖସିଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୮,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୬,୦୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୫୦୦ ଓ ୫୪୦ ଟଙ୍କା କମିଛି। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୮,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୬,୦୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୫୦୦ ଓ ୫୪୦ ଟଙ୍କା କମିଛି। 

5/5

ସେହିପରି, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୮,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୬,୦୬୦ ଟଙ୍କା ଓ ୧୮ କ୍ୟାରେଟ୍ ର ରେଟ୍ ୭୨,୫୫୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨,୨୪ ଓ ୧୮ କ୍ୟାରେଟ୍ ରେ ୫୦୦,୫୪୦ ଓ ୪୦୦ ଟଙ୍କା ହ୍ରାସ ହୋଇଛି। 

 

;