Advertisement
Photo Details/zeeodisha/odisha2687113
photoDetails0hindi

Gold Rate Today: ନୂଆ ସୁନା ଦର ଜାରି, ୬୮ ହଜାର ତଳେ ରହିଛି ଭରି ପିଛା ମୂଲ୍ୟ

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନାଦର ରେକର୍ଡ଼ ଭାଙ୍ଗିଥିବା ବେଳେ ଆଜି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି ।  ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ?

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୯୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୦,୪୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Pakhala Dibasa 2025: ପଖାଳ ଖାଇଲେ ଦୂର ହୁଏ କେଉଁ ସବୁ ରୋଗ? ଜାଣନ୍ତୁ

ALSO READ: ବିୟୁଟି ପାର୍ଲରରେ ଏମିତି କିଛି କାମ କଲେ ଯାତ୍ରା ଅଭିନେତ୍ରୀ ନିଶା, ଭାଇରାଲ୍ ହେଲା ଭିଡିଓ

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୩,୦୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୦,୬୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବୃଦ୍ଧି ପାଇଛି। 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍  ୮୨,୯୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୦,୪୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବଢିଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୯୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୦,୪୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବଢିଛି। 

 

5/5

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୯୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୦, ୪୫୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୬୭,୮୪୦ ଟଙ୍କା ରହିଛି।  ୨୨ , ୨୪ ଓ ୧୮ କ୍ୟାରେଟ୍ ରେ ଭରି ପିଛା ୧୦ ଟଙ୍କା ବୃଦ୍ଧି ହୋଇଛି।  

 

;