Gold Rate Today: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। ଗତକାଲି ସୁନା ରେଟ୍ ବୃଦ୍ଧି ପାଇଥିବା ବେଳେ ଆଜି ମଧ୍ୟ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା ରଖିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୭୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୦,୨୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ହ୍ରାସ ହୋଇଛି।
ALSO READ: Weather Update: କାଳବୈଶାଖି ବର୍ଷା ସମ୍ଭାବନା, ଏହିସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି
ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୮୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୦,୩୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା କମିଛି।
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୦,୨୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ଖସିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨ ,୭୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୦,୨୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ହ୍ରାସ ଘଟିଛି।
ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୦,୨୨୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୬୭,୬୭୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୪୦୦ ଓ ୨୪ କ୍ୟାରେଟ୍ ରେ ୪୪୦ ଓ ୧୮ କ୍ୟାରେଟ୍ ରେ ୩୨୧ ଟଙ୍କା ହ୍ରାସ ପାଇଛି।
ट्रेन्डिंग फोटोज़