Gold Rate Today: ସୁନାଦରକୁ ନେଇ ଆସିଲା ଖୁସି ଖବର। ଗତକାଲି ଦର ହ୍ରାସ ପାଇଥିବା ବେଳେ ଆଜି ଦର ଖସିଛି। ଯାହା ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୨,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୧,୦୦,୪୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୪୫୦ ଓ ୪୯୦ ଟଙ୍କା ଖସିଛି।
ALSO READ: SI ନିଯୁକ୍ତି ପାଇଁ ଏତିକି ବର୍ଷ ବୟସ ସୀମା କୋହଳ କଲେ ସରକାର,ଜାଣନ୍ତୁ କେଉଁମାନେ ପାଇବେ ଫାଇଦା
ALSO READ: Leave: ଖୁସି ଖବର,ଏଣିକି ୩୦ ଦିନ ଛୁଟି ନେଇପାରିବେ ସରକାରୀ କର୍ମଚାରୀ;ଏମାନଙ୍କୁ ମିଳିବ ବିଶେଷ ଫାଇବା
ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୨,୨୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୧,୦୦,୬୩୦ ଟଙ୍କା ରହିଛି। ଏଠାରେ ୨୨ ଓ ୨୪ କ୍ୟାରେଟ୍ ରେ ୪୫୦ ଓ ୪୯୦ ଟଙ୍କା ହ୍ରାସ ପାଇଛି।
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୨,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୧,୦୦,୪୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୫୦ ଓ ୪୯୦ ଟଙ୍କା କମିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୨,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୧,୦୦,୪୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ର ୪୫୦ ଓ ୪୯୦ ଟଙ୍କା ଖସିଛି।
ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୨,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୧,୦୦,୪୮୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୭୫,୩୬୦ ଟଙ୍କା ରହିଛି। ୨୨,୨୪ ଓ ୧୮ କ୍ୟାରେଟ୍ ରେ ୪୫୦,୪୯୦ ଓ ୩୭୦ ଟଙ୍କା ହ୍ରାସ ହୋଇଛି।
ट्रेन्डिंग फोटोज़