Advertisement
Photo Details/zeeodisha/odisha2694586
photoDetails0hindi

Gold Rate Today: ପୁଣି ହ୍ରାସ ପାଇଲା ସୁନା ରେଟ୍, ଭୁବନେଶ୍ବରରେ ଭରି ପିଛା ମୂଲ୍ୟ ରହିଛି ଏତିକି ଟଙ୍କା

Gold Rate Today: ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର।  ଗତକାଲି ସୁନା ଦର ହ୍ରାସ ପାଇଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯାହା ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର?

1/5

ଆଜି ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୧,୮୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୨୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ମାତ୍ର ୧୦ ଟଙ୍କା ହ୍ରାସ ହୋଇଛି।

ALSO READ: Guru Gochar 2025: ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ଏପ୍ରିଲରୁ ଫିଟିବ ଏହିସବୁ ରାଶିଙ୍କ ଭାଗ୍ୟ, ବର୍ଷସାରା ରହିବନି ଟଙ୍କାର ଅଭାବ!

ALSO READ: Viral Video: ସୁଇମିଙ୍ଗପୁଲ୍ ରୁ ଭାଇରାଲ୍ ହେଲା ଯାତ୍ରା ଅଭିନେତ୍ରୀ କାବେରୀଙ୍କ ଏହି ଭିଡିଓ, ଦେଖନ୍ତୁ

2/5

ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୧,୯୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୪୩୦ ଟଙ୍କା ରହିଛି।  ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା କମିଛି। 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୧,୮୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ସୁନାର ଦାମ୍ ୮୯,୨୮୦ ଟଙ୍କା ରହିଛି।  ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ଖସିଛି। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ  ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୧,୮୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୨୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ହ୍ରାସ ହୋଇଛି।

 

5/5

ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୧,୮୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୨୮୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୬୬,୯୬୦ ଟଙ୍କା ରହିଛି। ୨୨,୨୪ ଓ ୧୮ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ହୋଇଛି। 

 

;