Advertisement
Photo Details/zeeodisha/odisha2734885
photoDetails0hindi

Gold Rate Today: ନୂଆ ସୁନାଦର ଜାରି,୭୪ ହଜାର ତଳେ ରହିଛି ଭରି ପିଛା ମୂଲ୍ୟ

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନାରେଟ୍ ଖସିଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖାଦେଇଛି। ଯାହା ଗ୍ରାହକଙ୍କ ଚିନ୍ତା ବଢାଇଛି। କାହିଁକିନା ଆରମ୍ଭ ହୋଇଛି ବିବାହ ସିଜିନ୍ ।ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ?

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ର ୧୦ ଗ୍ରାମ୍ ରେଟ୍ ୮୯,୮୦୦ ଟଙ୍କା ଥି୍ବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୭,୯୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି।

ALSO READ: Viral Video: ନୂଆ ଲୁକ୍ ରେ ନଜର ଆସିଲେ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ତା, ଦେଖନ୍ତୁ ଭିଡି଼ଓ

 

ALSO READ: Grah Gochar May 2025: ମେ'ରେ ୬ଗ୍ରହଙ୍କ ଶୁଭ ଚଳନ,ଫିଟିବ ୫ରାଶିଙ୍କ ଭାଗ୍ୟ;ବଢିବ ବ୍ୟାଙ୍କ୍ ବାଲାନ୍ସ

 

2/5

ସେହିପରି, ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୯,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୮,୧୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବଢିଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୯,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୭, ୯୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ହୋଇଛି। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୯,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୭,୯୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି। 

5/5

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୯,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୭,୯୭୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୭୩,୪୮୦ ଟଙ୍କା ରହିଛି। ୨୨,୨୪ ଓ ୧୮ କ୍ୟାରେଟ୍ ରେ ୪୦୦,୪୪୦ ଓ ୩୩୦ ଟଙ୍କା ବଢିଛି। 

 

;