ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଥିପାଇଁ ସରକାର ଏକ ଆପ୍ ପ୍ରସ୍ତୁତ କରିଛନ୍ତି। ବିଏସ୍ କେୟାର ଆପ୍ ସହିତ ଗ୍ରାହକମାନେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ, ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ।
Gold And Silver Price Today: ସୁନା ଗ୍ରାହକଙ୍କୁ ଝଟକା ଦେଲା ସୁନା ଦର। ଜୁଲାଇ ମାସ ଆରମ୍ଭରୁ ସୁନା ଦରରେ ଅସ୍ଥିରତା ଦେଖିବାକୁ ମିଳିଛି। ଆଜି ଦ୍ୱିତୀୟ ଦିନ ପାଇଁ ବୃଦ୍ଧି ହୋଇଥିବା ଦେଖିବାକୁ ମିଳିଛି। ଦର ବୃଦ୍ଧି ସତ୍ତ୍ୱେ ଭରି ପିଛା ଏକ ଲକ୍ଷ ଟଙ୍କା ତଳକୁ ଖସିଛି ଭରିପିଛା ମୂଲ୍ୟ। ଆଜି ୨ ଜୁଲାଇ ବୁଧବାର ସୁନା ଭରି ପିଛା ମୂଲ୍ୟରେ ବୃଦ୍ଧି ଘଟିଛି। ସେପଟେ ବୁଲିଅନ ବଜାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ମୂଲ୍ୟ ୬୦ ହଜାର ଡେଇଁଛି।
ବୁଧବାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ୬୨୭୩୦ ଟଙ୍କାରେ ପହଞ୍ଚିଛି। ୧୮ କ୍ୟାରେଟ ସୁନା ଭରି ପିଛା ୭୮୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଭରି ପିଛା ୯୪୯୨୦ ଟଙ୍କାରେ ବ୍ୟବସାୟ କରିଛି।
୨୦ କ୍ୟାରେଟ ସୁନାର ଭରି ପିଛା ମୂଲ୍ୟ ଆଜି ୮୬୫୬୦ ରହିଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୯୭୨୬୦ ଟଙ୍କାରେ ସୁନା ବଜାରରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଥିଲା।
Gold And Silver Price Today: ଗୁଡସ ରିଟର୍ଣ୍ଣ ତଥ୍ୟ ଅନୁଯାୟୀ ଶନିବାର ଉଭୟ ୨୨ ଓ ୨୪ କ୍ୟାରେଟ ଭରିପିଛା ମୂଲ୍ୟରେ ବୃଦ୍ଧି ଘଟିଛି।
୨୨ କ୍ୟାରେଟ ସୁନାର ଭରି ପିଛା ୪୫୦ ଟଙ୍କା ବୃଦ୍ଧି ପାଇ ୯୦୬୫୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି।
ସେହିପରି ୨୪ କ୍ୟାରେଟ ସୁନା ଭରିପିଛା ମୂଲ୍ୟ ଏକ ଲକ୍ଷ ଟଙ୍କା ତଳକୁ ଖସି ଆସିଛି। ଆଜି ୨୪ କ୍ୟାରେଟ୍ ସୁନା ଭରି ପିଛା ୪୯୦ ଟଙ୍କା ବୃଦ୍ଧି ପାଇ ୯୮୮୯୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି।
ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଭରି ପିଛା ୯୦୬୫୦ ଟଙ୍କାରେ କାରବାର କରୁଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୯୮୮୯୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି। ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ।
ट्रेन्डिंग फोटोज़