Advertisement
Photo Details/zeeodisha/odisha2783090
photoDetails0hindi

June 2nd Gold Rate: ସପ୍ତାହ ଆରମ୍ଭରୁ ସୁନା ଦରରେ ବୃହତ ବୃଦ୍ଧି

 ଯଦି ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଥିପାଇଁ ସରକାର ଏକ ଆପ୍ ପ୍ରସ୍ତୁତ କରିଛନ୍ତି। ବିଏସ୍ କେୟାର ଆପ୍ ସହିତ ଗ୍ରାହକମାନେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ, ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ।  ​

 

1/7

Gold And Silver Price Today: ଆରମ୍ଭ ହୋଇଛି ଜୁନ ମାସ। ମାସ ଆରମ୍ଭରୁ ସୁନା ଭରି ପିଛା ମୂଲ୍ୟରେ ବୃହତ ବୃଦ୍ଧି। ଆଜିର ବଜାର ଦର ଅନୁଯାୟୀ ୧୪ କ୍ୟାରେଟ ସୁନା ୬୦ ହଜାର ଡେଇଁଛି। ସପ୍ତାହ ଆରମ୍ଭରୁ ସୁନାଦର ଭରିପିଛା ମୂଲ୍ୟରେ ବୃହତ ବୃଦ୍ଧି ହୋଇଥିବା ଦେଖିବାକୁ ମିଳିଛି। ଆଜି ୨ ଜୁନ ୨୦୨୫ ସୋମବାର ଉଭୟ ୨୨ କ୍ୟାରେଟ ଓ ୨୪ କ୍ୟାରେଟରେ ଦରରେ ଯଥାକ୍ରମେ ୩୦୦ ଓ ୩୩୦ ଟଙ୍କା ବୃଦ୍ଧି ପାଇଛି। ସେପଟେ ବୁଲିଅନ ବଜାର ଦର ଅନୁଯାୟୀ ୧୪ କ୍ୟାରେଟ ସୁନା ଭରି ପିଛା ମୂଲ୍ୟ ୬୦ ହଜାର ଡେଇଁଛି। 

2/7

ବୁଲିଅନ ବଜାରର ସୋମବାର ଦର ଅନୁଯାୟୀ ୧୪ କ୍ୟାରେଟ ସୁନା ଭରି ପିଛା ମୂଲ୍ୟରେ ବୃଦ୍ଧି ପାଇ ୬୨୦୪୦ ଟଙ୍କାରେ ପହଞ୍ଚିଛି। ୧୮ କ୍ୟାରେଟ ସୁନା ଭରି ପିଛା ୭୭୯୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଭରି ପିଛା ୯୩୮୮୦ ଟଙ୍କାରେ ବ୍ୟବସାୟ କରିଛି। 

3/7

୨୦ କ୍ୟାରେଟ ସୁନାର ଭରି ପିଛା ମୂଲ୍ୟ ଆଜି ୮୫୬୧୦ ରହିଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୯୬୧୯୦ ଟଙ୍କାରେ ସୁନା ବଜାରରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଥିଲା।

4/7

Gold And Silver Price Today:  ଗୁଡସ ରିଟର୍ଣ୍ଣ ତଥ୍ୟ ଅନୁଯାୟୀ ସୋମବାର ଉଭୟ ୨୨ ଓ ୨୪ କ୍ୟାରେଟ ଭରିପିଛା ମୂଲ୍ୟରେ ବୃଦ୍ଧି ଘଟିଛି। 

5/7

୨୨ କ୍ୟାରେଟ ସୁନାର ଭରି ପିଛା ୮୯୨୫୦୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି। 

6/7

ସେହିପରି ୨୪ କ୍ୟାରେଟ ସୁନା ଭରିପିଛା ୯୭୬୪୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି। 

7/7

ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଭରି ପିଛା ୩୦୦ ଟଙ୍କା ବୃଦ୍ଧି ପାଇ ୮୯୫୦୦ ଟଙ୍କାରେ କାରବାର କରୁଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୩୩୦ ଟଙ୍କା ବୃଦ୍ଧି ପାଇ ସୁନା ୯୭୬୪୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି। ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ। 

;