Weather Report: ହେବ ପ୍ରବଳରୁ ପ୍ରବଳ ବର୍ଷା, ଆସନ୍ତା ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ଜାରି ହେଲା ୟେଲୋ ଆଲର୍ଟ
Rashmita Sahoo|Aug 12, 2025, 06:39 PM
Weather Report: ହେବ ପ୍ରବଳରୁ ପ୍ରବଳ ବର୍ଷା, ଆସନ୍ତା ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ଜାରି ହେଲା ୟେଲୋ ଆଲର୍ଟ । ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି ।ଆସନ୍ତା ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ଜାରି ହେଲା ୟେଲୋ ଆଲର୍ଟ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମୟୁରଭଂଜ, କେଉଁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନାଗିରି, କୋରାପୁଟ,ରାୟଗଡ଼ା।ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ।