Viral Video: ସୋସିଆଲ ମିଡିଆରେ ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିନେତ୍ରୀ ଅପରାଜିତା ଏବଂ ବାବୁସାନଙ୍କ ସହ ଆଲୋଚନା କରୁଛନ୍ତି । ଆଜି ସ୍ୱର୍ଗତଃ ଉତ୍ତମ ମହାନ୍ତିଙ୍କ ଶେଷ ଦର୍ଶନ କରିବାକୁ ଯାଇଥିଲେ ମୁଖ୍ୟମନ୍ତ୍ରୀ ଏହି ଅବସରରେ ପରିବାର ଲୋକଙ୍କୁ ସମବେଦନା ଜଣାଇଥିଲେ ।