Bahuda Yatra 2025: ପ୍ରଥମେ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ପହଣ୍ଡି। ଧାଡ଼ି ପହଣ୍ଡିରେ ଆସି ରଥରେ ବିଜେ ହେଲେ ସୁଦର୍ଶନ । ଘଣ୍ଟ, ହୁଳହୁଳିରେ କମ୍ପୁଛି ଶରଧାବାଲି। ସୁଦର୍ଶନଙ୍କ ପରେ ବଡ଼ଠାକୁର ବଳଭଦ୍ରଙ୍କ ପହଣ୍ଡି। ଏହା ପରେ ଆରମ୍ଭ ହୋଇଛି ଦେବୀ ସୁଭଦ୍ରାଙ୍କ ପହଣ୍ଡି। ଆଉ ଏବେ ଚାଲିଛି ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି।