FM Student Somyashree Video: ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ମାମଲାକୁ ନେଇ ଉଠୁଛି ପଡୁଛି ସାରା ରାଜ୍ୟ। ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଆନ୍ଦୋଳନ ଏବଂ ପ୍ରତିବାଦ ଲାଗି ରହିଛି। ଏହାରି ମଧ୍ୟରେ ସୌମ୍ୟାଶ୍ରୀଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଦେଖନ୍ତୁ ଏହି ଭିଡିଓ...