Maa Tarini Bastralaya: ବୁଧବାର ବିଳମ୍ବିତ ରାତିରେ ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଗୋଦାମର ପ୍ରାୟ କୋଟିଏରୁ ଅଧିକ ଟଙ୍କାର ସାମଗ୍ରୀ ଜଳିଯାଇଛି। ଜଣେ କର୍ମଚାରୀଙ୍କୁ ଶ୍ୱାସରୁଦ୍ଧ ଅବସ୍ଥାରେ ଉଦ୍ଧାର କରିଛି ଅଗ୍ନିଶମ ବିଭାଗ।