Smaranika Priyadarshini Viral Video: ଅଭିନେତ୍ରୀ ସ୍ମରଣିକା ପ୍ରିୟଦର୍ଶିନୀ ଓଡ଼ିଶା ଯାତ୍ରା ଜଗତରେ ଖୁବ୍ ପରିଚିତ। ଏହି ଅଭିନେତ୍ରୀ ଓଡ଼ିଆ ଧାରାବାହିକ ଏବଂ କଥାଚିତ୍ରରେ ମଧ୍ୟ ଅଭିନୟ ମଧ୍ୟ କରିଛନ୍ତି। କହିରଖୁଛୁ ଯେ ଅଭିନେତ୍ରୀ ସ୍ମରଣିକା ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ସମୟ ସମୟରେ ସୋସିଆଲ ମିଡିଆରେ ପ୍ରାୟତ ନିଜର ଫଟୋ ଏବଂ ଭିଡିଓ ସେୟାର କରିଥାନ୍ତି। ବର୍ତ୍ତମାନ ଏହି ଅଭିନେତ୍ରୀଙ୍କ ଏକ ଭିଡିଓ ଭାଇରାଲ୍ ହେଉଛି। ଯେଉଁଥିରେ ସେ ଦୁଃଖ ଭରା ଗୀତରେ ଲୁହ ଢ଼ାଳୁଥିବାର ନଜର ଆସୁଛନ୍ତି।