PM Modi Video: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟରେ ବନ୍ତରା ବନ୍ୟପ୍ରାଣୀ ଉଦ୍ଧାର, ପୁନର୍ବାସ ଏବଂ ସଂରକ୍ଷଣ କେନ୍ଦ୍ରର ଉଦଘାଟନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ସେଠାରେ ବିଭିନ୍ନ ସୁବିଧା ଅନୁଧ୍ୟାନ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ପଶୁମାନଙ୍କୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ପ୍ରକାରର ସୁବିଧା ବିଷୟରେ ସୂଚନା ସଂଗ୍ରହ କରିଥିଲେ। ଏହି କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ମୋଦି ଏକ ଧଳା ସିଂହ ଛୁଆକୁ ମଧ୍ୟ କ୍ଷୀର ପିଆଇଥିଲେ।