Advertisement
Photo Details/zeeodisha/odisha2796263
photoDetails0hindi

Rain Alert in Odisha: ଝଡ଼ ତୋଫାନ ସହ କାଳବୈଶାଖୀ ବର୍ଷା, ବାଲେଶ୍ୱର ସହ ଏହି ଜିଲ୍ଲାମାନଙ୍କ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି...

Rain Alert in Odisha: ଖୁବ୍ ଶିଘ୍ର ଓଡ଼ିଶାରେ ସକ୍ରିୟ ହେବାକୁ ଯାଉଛି ମୌସୁମୀ। ରାଜ୍ୟରେ କିଛି କିଛି ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଦେଖିବାକୁ ମିଳୁଥିବା ବେଳେ ଆଉ କିଛି ସ୍ଥାନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଦିନରେ ଖରା-ଗରମ ହେଉଥିବା ବେଳେ ଅପରାହ୍ଣ ସମୟରେ କିଛି କିଛି ସ୍ଥାନରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି। 

1/5

ଗୁରୁବାର ୧୨ ତାରିଖରେ ସମସ୍ତ ୩୦ ଜିଲ୍ଲାରେ ବର୍ଷା ଘଡ଼ଘଡ଼ି ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

2/5

୨୩ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୭ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି ହୋଇଛି।

 

3/5

କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, କନ୍ଧମାଳ ଓ ରାୟଗଡ଼ା ଏହି ୭ ଜିଲ୍ଲା କଳା ହାଣ୍ଡିଆ ମେଘ ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

4/5

ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। 

5/5

ସେପଟେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ହେତୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ବଳୟ ସୃଷ୍ଟି ହେବା ସହ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

;