Advertisement
Photo Details/zeeodisha/odisha2807650
photoDetails0hindi

Heavy Rain Alert in Odisha: ବିଜୁଳି ଘଡ଼ଘଡ଼ି ସହ ଛେଚା ବର୍ଷା ନେଇ ଏହି ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି...

Heavy Rain Alert in Odisha: ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

1/6

ଶୁକ୍ରବାର ୨୦ ତାରିଖରେ ୫ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୩ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

2/6

ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୫ ଜିଲ୍ଲା ହେଉଛି ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ। ୟେଲୋ ଆଲର୍ଟ ଜାରି କରାଯାଇଥିବା ୩ ଜିଲ୍ଲା ହେଉଛି ବରଗଡ଼, ଅନୁଗୁଳ, ଦେବଗଡ଼।

3/6

 ଜିଲ୍ଲାରେ ବର୍ଷା ଘଡ଼ଘଡ଼ି ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

4/6

 ୧୯ ତାରିଖରେ ରାଜ୍ୟରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୪୦-୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। 

5/6

ଦକ୍ଷିଣ ଗୁଜରାଟ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଏବଂ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ଲଘୁଚାପ(low Pressure) କ୍ଷେତ୍ର ସୃଷ୍ଟି ହୋଇଛି।

 

6/6

୧୯ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଉପକୂଳକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।

;