Advertisement
Photo Details/zeeodisha/odisha2791022
photoDetails0hindi

Rain Alert in Odisha: ଆସୁଛି ଲଘୁଚାପ, ଏହି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ...

Rain Alert in Odisha: ରାଜ୍ୟରେ ଲାଗି ରହିଛି ବର୍ଷା। ଦିନରେ ଖରା ଗୁଳୁଗୁଳି ଦେଖିବାକୁ ମିଳୁଥିବା ବେଳେ ଅପରାହ୍ଣ ସମୟୟରେ କିଛି କିଛି ସ୍ଥାନରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି। 

1/5

Rain Alert in Odisha: ରାଜ୍ୟରେ ଲାଗି ରହିଛି ବର୍ଷା। ଦିନରେ ଖରା ଗୁଳୁଗୁଳି ଦେଖିବାକୁ ମିଳୁଥିବା ବେଳେ ଅପରାହ୍ଣ ସମୟୟରେ କିଛି କିଛି ସ୍ଥାନରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି। 

2/5

ରବିବାର ୮ ତାରିଖରେ ସମସ୍ତ ୩୦ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

 

3/5

ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ୩୦-୪୦ କିମି ବେଗରେ ପବନ ବହିବା ନେଇ ବିଭାଗ ତରଫରୁ ଆଲର୍ଟ ଜାରି କରାଯାଇଛି। 

4/5

ସେପଟେ ଜୁନ୍‌ ୧୧ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ହେତୁ ରାଜ୍ୟକୁ ପୂର୍ବା ପବନ ବହିବା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ। 

5/5

୧୦ ତାରିଖରୁ ବାୟୁର ଦିଗ ପରିବର୍ତ୍ତନ ହେବ ଏବଂ ୧୧ କିମ୍ବା ୧୨ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ବଳୟ ସୃଷ୍ଟି ହେବା ସହ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

;