Advertisement
Photo Details/zeeodisha/odisha2880605
photoDetails0hindi

Alert for Odisha: ଆସନ୍ତା ୨୪ ଘଣ୍ଟାର ପାଣିପାଗ ରିପୋର୍ଟ, ଏହି ଜିଲ୍ଲାଗୁଡ଼ିକରେ ଭୟଙ୍କର ବର୍ଷା ନେଇ ଆଲର୍ଟ ଜାରି...

Alert for Odisha: ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ଏନେଇ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। 

1/4

ଏ ନେଇ ଶୁକ୍ରବାର ଅଗଷ୍ଟ ୧୪ ତାରିଖରେ ରାଜ୍ୟର ସମସ୍ତ ୨ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୨୧ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

2/4

ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। 

 

3/4

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ରାଜ୍ୟରେ ଆସନ୍ତା ୧୭ ତାରିଖ ଯାଏଁ ରାଜ୍ୟରେ ଏହିଭଳି ବର୍ଷା ଲାଗିବା ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର। 

4/4

ସେପଟେ ସମୁଦ୍ର ଅଶାନ୍ତ ରହିବ, ଏ ନେଇ ମତ୍ସ୍ୟଜୀବିଙ୍କୁ ୧୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ନଯିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଭୟଙ୍କର ବନ୍ୟା ପରିସ୍ଥିତି ମଧ୍ୟ ଦେଖିବାକୁ ମିଳିଛି।

;